ଅଗ୍ନିଶିଖା
ଦେଖଣା
ଅଗ୍ନିଶିଖା | |
---|---|
ନିର୍ଦ୍ଦେଶକ | ହିମାଂଶୁ ପରିଜା |
ପ୍ରଯୋଜକ | ଅଶୋକ କାନ୍ଦୋଇ |
ଚିତ୍ରନାଟ୍ୟ | ହିମାଂଶୁ ପରିଜା |
କଳାକାର | ବର୍ଷା ପ୍ରିୟଦର୍ଶିନୀ, ସୁନୀଲ କୁମାର, ମିହିର ଦାସ, ହର ପଟ୍ଟନାୟକ, ସୁରେଶ ବଳ, ଅକ୍ଷୟ ବସ୍ତିଆ |
ସଙ୍ଗୀତ | ମନ୍ମଥ ମିଶ୍ର |
ମୁକ୍ତିଲାଭ ତାରିଖ | ୨୦୦୭ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଅଗ୍ନିଶିଖା, ୨୦୦୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଶୋକ କାନ୍ଦୋଇ । ହିମାଂଶୁ ପରିଜା ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୧]
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବର୍ଷା ପ୍ରିୟଦର୍ଶିନୀ ଓ ସୁନୀଲ କୁମାର । ମିହିର ଦାସ, ହର ପଟ୍ଟନାୟକ, ସୁରେଶ ବଳ, ଅକ୍ଷୟ ବସ୍ତିଆ, ସରୋଜ ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ପୁଷ୍ପା ପଣ୍ଡା, ରୁଜୁ ପରିଜା, ପପି ସନ୍ତୁକା, ବ୍ରଜ ସିଂହ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
[ସମ୍ପାଦନା]- ବର୍ଷା ପ୍ରିୟଦର୍ଶିନୀ[୧]
- ସୁନୀଲ କୁମାର
- ମିହିର ଦାସ[୨]
- ହର ପଟ୍ଟନାୟକ
- ସୁରେଶ ବଳ
- ଅକ୍ଷୟ ବସ୍ତିଆ
- ସରୋଜ ଦାସ
- ପ୍ରଦ୍ୟୁମ୍ନ ଲେଙ୍କା
- ପୁଷ୍ପା ପଣ୍ଡା
- ରୁନୁ ପରିଜା
- ପପି ସନ୍ତୁକା
- ବ୍ରଜ ସିଂହ
କାହାଣୀ
[ସମ୍ପାଦନା]ଗୀତ ଏବଂ ସଙ୍ଗୀତ
[ସମ୍ପାଦନା]ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମନ୍ମଥ ମିଶ୍ର । କୁମାର ବାପି, ଶ୍ରୀଚରଣ, ଆଲୋକ କୁଣ୍ଡୁ, ସୁଚରିତା ମିଶ୍ର, ରୂପାଲୀ, ଶୈଳଭାମା ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତ
[ସମ୍ପାଦନା]କ୍ରମ | ଗୀତ | ସମୟ |
---|---|---|
1. | "ଏ ବାବୁ ଭିଣେଇ ବାବୁ" | |
2. | "ହାତକୁ ଦେବି ତୁମ ସୁନାର କଙ୍କଣ" | |
3. | "ଭଲ କଲୁ ଭୁଲିଗଲୁ ଭଲ ପାଇକି" | |
4. | "ଶୋଇଥାଏ ଚେଇଁଥାଏ" | |
5. | "ସୁଖ ଆକାଶରେ ସୁନା" |
ଆଧାର
[ସମ୍ପାଦନା]- ↑ ଏହି ଯାଏ ଉପରକୁ ଯାଆନ୍ତୁ: ୧.୦ ୧.୧ "ଏହି ସିନେମାରେ ପ୍ରତିଶୋଧ ନେଇଥିଲେ ବର୍ଷା ପ୍ରିୟଦର୍ଶିନୀ!". sambad.in. 2 May 2018. Retrieved 6 June 2018.
- ↑ "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ ଅଗ୍ନିଶିଖା